Matthew 12:50 — Compare Translations
7 translations compared side by side
Odia - 1840
"ୟିଏ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମାରେ ଭାଇ, ଭଉଣୀ ଓ ମାଆ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଡ଼ନ କରେ, ସେ ମୋର ଭାଇ, ମୋର ଭଉଣୀ ଓ ମୋର ମାଆ।”
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಸರ್ಗಾ ವೈಲ್ಯಾ ಮಾಜ್ಯಾ ಬಾಬಾಕ್ ಕಶೆ ಪಾಜೆ ತಸೆ ಕರ್ತಾ, ತೊಚ್ ಮಾಜೊ ಭಾವ್, ಮಾಜಿ ಭೆನ್, ಅನಿ ಮಾಜಿ ಬಾಯ್, ಮಟ್ಲ್ಯಾನ್.