Matthew 12:6 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠା ରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ୍ ବିଷୟ ଏଠାରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ କହୁଛି, ମନ୍ଦିରଠାରୁ ମହତ୍ତର ବିଷୟ ଆଜି ଏଠାରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ, ದೆವಾಚ್ಯಾ ಗುಡಿನ್ಕಿ ಮೊಟೊ ಕೊನ್ಕಿ ಹಿತ್ತೆ ಹಾಯ್.