Matthew 12:7 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କ ହେ, 'ମୁଁ ଲୋକମାନଙ୍କ ମଧିଅରେ ଦୟା ଚା ହେଁ, କିନ୍ତୁ ପଶୁବଳି ଚା ହେଁନାହିଁ।' ତୁମ୍ଭେ ପ୍ରକୃତ ରେ ଏହାର ଅର୍ଥ ବୁଝିନାହଁ। ଯଦି ବୁଝି ଥାଆନ୍ତ, ତବେେ ଏହି ନିର୍ଦ୍ ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ; ।
Odia BSI (ପବିତ୍ର ବାଇବଲ (CL) NT (BSI))
”ଶାସ୍ତ୍ର କହେ, ‘ମୁଁ ଚାହେଁ ଦୟା, ବଳିଦାନ ନ୍;ହଁ; ଏ କଥାର ଅର୍ଥ ଯଦି ପ୍ରକୃତରେ ବୁଝିଥ।।ନ୍ତି, ଏହି ନିର୍ଦ୍ଧାଷ ଲୋକମାନଙ୍କୁ ତୁମ୍ଭେମାନେ ଦୋଷୀ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’ ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ, ಮಾಕಾ ದಯಾ ಪಾಜೆ, ಜನಾವರಾಂಚಿ ಬಲಿ ಮಾಕಾ ನಕ್ಕೊ, ಹೆಚೊ ಅರ್ತ್ ತುಮ್ಕಾ ಗೊತ್ತ್ ರ್ಹಾಲ್ಯಾರ್, ತುಮಿ ಚುಕ್ ಕರುನಸಲ್ಲ್ಯಾ ಲೊಕಾಕ್ನಿ ಬೊಟ್ ಕರುನ್ ದಾಕ್ವಿನಶಿ ಹೊತ್ತ್ಯಾಶಿ.