Matthew 13:10 — Compare Translations

7 translations compared side by side

Odia - 1840
"ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଲୋକମାନଭ୍କୁ ଶିକ୍ଷା ଦେବାବେଳେ ଆପଣ କାହିଁକି ଗଳ୍ପ ଛଳରେ କହୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଦୃଷ୍ଟାନ୍ତ ମାଧ୍ୟମରେ ଯୀଶୁଙ୍କର ଶିକ୍ଷା ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ಜೆಜುಕ್ಡೆ ಯೆಲಿ ಅನಿ ಜೆಜುಕ್, “ ತಿಯಾ ಲೊಕಾನಿಕ್ನಾ ಬೊಲ್ತಾನಾ ಕಾನಿಯಾಂಚ್ಯಾ ವೈನಾಚ್ ಕಶ್ಯಾಕ್ ಬೊಲ್ತೆಯ್?” ಮನುನ್ ಇಚಾರ್‍ಲ್ಯಾನಿ.