Matthew 13:11 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ସ୍ୱର୍ଗରାଜ୍ୟର ରହସ୍ୟ ବୁଛିବା ପାଇଁ ତୁମ୍ଭେମାନେ ଜ୍ଞାନ ପାଇଛ-ସେମାନେ ପାଇ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, “ಸರ್ಗಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಹೊತ್ತ್ಯಾ ಘುಟಾಚಿ ಬುದ್ವಂತ್ಕಿ, ತುಮ್ಕಾ ಎವ್ಡಿಚ್ ದಿಲ್ಲಿ ಹಾಯ್, ತೆಂಕಾ ದಿಲ್ಲಿ ನಾ.