Matthew 13:14 — Compare Translations

7 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତା ୟିଶାଇୟ ସମାନଙ୍କେ ବିଷୟ ରେ ଯାହା କହିଥିଲେ, ତାହା ସତ୍ଯ ବୋଲି ସହେିମାନେ ପ୍ରମାଣିତ କରି ଦେଉଛନ୍ତି। ୟିଶାଇୟ କହିଥିଲେ, 'ତୁମ୍ଭମାନେେ ଶୁଣୁଥିବ, କିନ୍ତୁ ବୁଝି ପାରିବ ନାହିଁ। ତୁମ୍ଭମାନେେ ଦେଖୁଥିବ କିନ୍ତୁ କିଛି ଜାଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବବାଦୀ ଯିଶଇୟଙ୍କ ଭବିଷ୍ୟତ ବାଣୀ ସେମାନଙ୍କ ପ୍ରତି ପ୍ରଯୁଜ୍ୟ। ‘ଏହି ଲୋକମାନେ ଶୁଣି ଶୁଣି କିଛି ବୁଛନ୍ତି ନାହିଁ। ଚାହିଁ ରହିଥାନ୍ତି କିନ୍ତୁ ଦେଖି ପାରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ ସେମାନଙ୍କ ବିଷୟରେ ଯାହା କହିଥିଲେ, ତାହା ସତ୍ୟ ବୋଲି ସେହିମାନେ ପ୍ରମାଣିତ କରି ଦେଉଛନ୍ତି। ଯିଶାଇୟ କହିଥିଲେ, ‘ତୁମ୍ଭେମାନେ ଶୁଣୁଥିବ, କିନ୍ତୁ ବୁଝି ପାରିବ ନାହିଁ। ତୁମ୍ଭେମାନେ ଦେଖୁଥିବ କିନ୍ତୁ କିଛି ଜାଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚೆಸಾಟ್ನಿ ದೆವಾನ್ ಇಸಾಯಿಯಾ ಪ್ರವಾದ್ಯಾಚ್ಯಾ ಮುಕಾಂತ್ರ್ ಸಾಂಗಲ್ಲೆ ಪುರಾ ಹೊತಾ, ಹಿ ಲೊಕಾ ಆಯಿಕ್ತ್ಯಾತ್ ಅನಿ ಆಯಿಕ್ತ್ಯಾತ್, ಖರೆ ತೆಂಕಾ ಕನ್ನಾಚ್ ಕಳಿನಾ; ತೆನಿ ಬಗ್- ಬಗ್ತ್ಯಾತ್ ಖರೆ, ತೆಂಕಾ ದಿಸಿನಾ,