Matthew 13:15 — Compare Translations

7 translations compared side by side

Odia - 1840
"କାରଣ ସମାନଙ୍କେର (ଲୋକମାନଙ୍କର) ହୃଦୟ କଠାେର ହାଇେ ଯାଇଛି। ସମାନଙ୍କେର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ଯକୁ ଦେଖିବା ପାଇଁ ମନା କରି ଦଇେଛନ୍ତି। ଫଳ ରେ ସମାନେେ ତାହାଙ୍କ ଆଖି ରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନ ରେ କିଛି ଶୁଣି ପାରିବେ ନାହିଁ। କିମ୍ବା ହୃଦୟ ରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହବୋ ପାଇଁ ସମାନେେ ମାେ ପାଖକୁ ଆସିବେ ନାହିଁ।'ୟିଶାଇୟ 6:9-10"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେମାନେ ସ୍ଥଳ ବୁଦ୍ଧି। ସେମାନେ କାନ ବନ୍ଦ କରି ଦେଇଛନ୍ତି ଓ ଆଖି ବୁଜି ଦେଇଛନ୍ତି। ତା’ନ ହୋଇଥିଲେ ସେମାନେ ଦେଖି ପାରିଥାନ୍ତେ ଏବଂ ସେମାନେ ମୋ’ ନିକଟକୁ ଫେରି ଯାଆନ୍ତେ ଓ ସେମାନଙ୍କୁ ମୁଁ ସୁସ୍ଥ କରି ଦେଇଥାନ୍ତି। (ଏ କଥା ଈଶ୍ୱର କହିଛନ୍ତି)’
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆಂಚಿ ಟಕ್ಲಿ ಮಡ್ಡ್ ಹೊವ್ನ್ ಗೆಲ್ಯಾತ್, ಅನಿ ತೆನಿ ಆಯಿಕ್ತಲೆ ಬಂದ್ ಕರುನ್ ಸೊಡ್ಲ್ಯಾನಾತ್, ಅನಿ ತೆನಿ ಅಪ್ನಾಚೆ ಡೊಳೆ ಧಾಪುನ್ ಘೆಟ್ಲ್ಯಾನಾತ್. ನಾಹೊಲ್ಯಾರ್, ತೆಂಚ್ಯಾ ಡೊಳ್ಳಾಕ್ನಿ ದಿಸಿ ಹೊತ್ತೆ, ತೆಂಚ್ಯಾ ಕಾನಾಕ್ನಿ ಆಯ್ಕಿ ಹೊತ್ತೆ. ತೆಂಕಾ ಅರ್ತ್‍ ಕರುನ್ ಘೆವ್ಕ್ ಹೊಯ್ ಹೊತ್ತೆ, ಅನಿ ತೆನಿ ಮಾಜೆಕ್ಡೆ ಪರ್‍ತಿ ಹೊತ್ತೆ. ಅನಿ ಮಿಯಾ ತೆಂಕಾ ಮಾಪ್ ಕರಿ ಹೊತ್ತೊ”.