Matthew 13:16 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଧନ୍ଯ, କାରଣ ତୁମ୍ଭେ ଯାହା ଆଖି ରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନ ରେ ଶୁଣୁଛ, ତାହା ବୁଝୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ ତୁମ୍ଭେମାନେ କେଢ଼େ ଭାଗ୍ୟବାନ୍। ତୁମ୍ଭେମାନେ ଦେଖି ପାରୁଛ ଓ ଶୁଣି ପାରୁଛ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖರೆ ತುಮಿ, ಕವ್ಡೆ ಸುಖಿ! ತುಮ್ಚ್ಯಾ ಡೊಳ್ಯಾಕ್ನಿ ದಿಸ್ತಾ ಅನಿ ತುಮ್ಚ್ಯಾ ಕಾನಾಕ್ನಿ ಆಯಿಕ್ತಾ.