Matthew 13:19 — Compare Translations
7 translations compared side by side
Odia - 1840
"ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
“ରାସ୍ତାରେ ପଡ଼ି ଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକପରି ସେ ସ୍ୱର୍ଗରାଜ୍ୟର ସୁସମାଗ୍ଭର ଶୁଣେ, ଓ ତାହା ବୁଝି ପାରେ ନାହିଁ। ଶୟତାନ ଆସେ ଓ ତା ହୃଦୟରେ ଯାହାକିଛି ବୁଣା ହୋଇଥାଏ, ସେତେକ ନେଇ ଗ୍ଭଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾಚ್ಯಾ ರಾಜಾಚಿ ಬರಿ ಖಬರ್ ಆಯಿಕ್ತ್ಯಾತ್, ಖರೆ ತೆಂಕಾ ಅರ್ತ್ ಹೊಯ್ನಾ. ಹಿ ಲೊಕಾ ವಾಟೆಚ್ಯಾ ದಂಡೆಕ್ ಪಡಲ್ಲ್ಯಾ ಭ್ಹಿಂಯಾ ಬಾಸೆನ್. ಸೈತಾನ್ ಯೆತಾ ಅನಿ ತೆಂಚ್ಯಾ ಮನಾತ್ ಸಿಪಡಲ್ಲೆ ಭ್ಹಿಂಯ್ ಕಾಡುನ್ ಘೆವ್ನ್ ಜಾತಾ.