Matthew 13:2 — Compare Translations
7 translations compared side by side
Odia - 1840
"ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସଠାେରେ ଯାଇ ବସିଲେ। ସବୁ ଲୋକ କୂଳ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଚାରିପଟେ ଏତେ ଲୋକ ଭିଡ଼ ହେଲା ଯେ ସେ ଗୋଟିଏ ନୌକାରେ ଯାଇ ବସିଲେ। ଲୋକମାନେ ହ୍ରଦ କୂଳରେ ଠିଆ ହୋଇ ତାଙ୍କ କଥା ଶୁଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಗೊಳಾ ಹೊಲ್ಲೊ ಲೊಕಾಂಚೊ ತಾಂಡೊ ಲೈ ಮೊಟೊ ಹೊತ್ತೊ ತಸೆಮನುನ್ ಜೆಜು ಎಕ್ ಢೊನಿತ್ ಚೆಡುನ್ ಬಸ್ಲೊ. ತನ್ನಾ ಲೊಕಾ ದಂಡೆಕ್ ಇಬೆ ಹೊತ್ತಿ.