Matthew 13:20 — Compare Translations
7 translations compared side by side
Odia - 1840
"ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି,
Odia Bible ERV 2004 (ପବିତ୍ର ବାଇବଲ)
“ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
Odia IRV 2017 (ଓଡିଆ ବାଇବେଲ)
ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುಂಡ್ಯಾಚೊ ತಳಾಪ್ ಹೊತ್ತ್ಯಾ ಜಾಗ್ಯಾರ್ ಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ದೆವಾಚ್ಯಾ ಗೊಸ್ಟಿಯಾ ಆಯ್ಕಲ್ಲ್ಯಾ ತನ್ನಾ ಕುಶಿನ್ ಸ್ವಿಕಾರ್ ಕರ್ತಲ್ಯಾ ಲೊಕಾಂಚ್ಯಾ ಬಾಸೆನ್.