Matthew 13:21 — Compare Translations

7 translations compared side by side

Odia - 1840
"କିନ୍ତୁ ସେ ନିଜ ଭିତ ରେ ଶିକ୍ଷାକୁ ଦୃଢ ହବୋକୁ ଦିଏ ନାହିଁ,କବଳେ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟ ରେ ରଖିଥାଏ। ଯେତବେେଳେ ସୁସମାଚାର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପା ରେ ନାହିଁ। ସେ ଖୁବ୍ ଶୀଘ୍ର ସଗେୁଡିକୁ ଛାଡିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಗೊಸ್ಟಿಯಾ ತೆಂಚ್ಯಾ ಮನಾತ್ ಎಗ್ದಮ್ ಭುತ್ತುರ್ ಗೆಲ್ಲ್ಯಾ ರ್‍ಹಾಯ್ನಾ, ಅಶೆ ತೆನಿ ಲೈ ಎಳ್ ದೆವಾಚ್ಯಾ ಗೊಸ್ಟಿ ಸರ್ಕೆ ಚಲಿನ್ಯಾತ್. ದೆವಾಚ್ಯಾ ಬರ್‍ಯಾ ಖಬ್ರೆಸಾಟ್ನಿ ಕಸ್ಟ್ ನಾ ತರ್ ತರಾಸ್ ತೆಂಕಾ ಯೆಲೊ ತರ್, ಎಗ್ದಮ್ ತೆನಿ ತೆ ಸೊಡುನ್ ಸೊಡ್ತ್ಯಾತ್.