Matthew 13:22 — Compare Translations
7 translations compared side by side
Odia - 1840
"କଣ୍ଟାବୁଦା ରେ ପଡିଯାଇଥିବା ବୀଜର ଅର୍ଥ କ'ଣ? ମଞ୍ଜିଟି ସହେି ଲୋକ ଯେ ସୁସମାଚାର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମାହେ ଲାଗି ସୁସମାଚାରକୁ ତା ଭିତ ରେ ବଢିବାକୁ ଦିଏନାହିଁ, ସେ ବ୍ଯକ୍ତି କବେେ ସଫଳ ହାଇପୋ ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಟ್ಯಾಂಚ್ಯಾ ಝಿಳಿತ್ ಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ಜಿ ಲೊಕಾ ದೆವಾಚೆ ಉತರ್ ಆಯಿಕ್ತ್ಯಾತ್; ಖರೆ ಹ್ಯಾ ಬಾಳ್ವಿಚ್ಯಾ ಯವ್ಜನ್ಯಾ ಅನಿ ಸಾವ್ಕಾರ್ಕಿ ಜೊಡ್ತಲಿ ಆಶಾ ದೆವಾಚ್ಯಾ ಬರ್ಯಾ ಖಬ್ರೆಕ್ ದಡ್ಪುನ್ ಧರ್ತಾ, ಅನಿ ತೆಂಕಾ ಫಳ್ ದಿವ್ಕ್ ಹೊಯ್ನಾ.