Matthew 13:23 — Compare Translations
7 translations compared side by side
Odia - 1840
"ଭଲ ମାଟି ଉପରେ ପଡିଥିବା ବୀଜର ଅର୍ଥ କ'ଣ? ସହେି ଲୋକ ଭଳି ସେ ସୁମାଚାର ଶୁଣେ ଓ ତାକୁ ବୁଝିପା ରେ। ସେ ଲୋକ ସଫଳ ହୁଏ। ସହେି ସଫଳତା େ ବେଳବେଳେ ଶ ହେ ଗୁଣ, ଷାଠିଏ ଗୁଣ ଓ ତିରିଶ ଗୁଣ ପର୍ୟ୍ଯନ୍ତ ମିଳିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବାର୍ତ୍ତା ଶୁଣଇ ବୁଝନ୍ତି, ଭଲ ଜମିରେ କଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ ଜମିରେ ପଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ କରନ୍ତି। କେହି ପାଏ ଶହେ ଗୁଣ, କେହି ଷାଠିଏ ଗୁଣ ଓ କେହି ତିରିଶ ଗୁଣ।” ବାଳୁଙ୍ଗା ଦୃଷ୍ଟାନ୍ତ କଥା
Odia Bible ERV 2004 (ପବିତ୍ର ବାଇବଲ)
“ଭଲ ମାଟି ଉପରେ ପଡ଼ିଥିବା ବୀଜର ଅର୍ଥ କ’ଣ? ସେହି ଲୋକ ଭଳି ସେ ସୁସମାଗ୍ଭର ଶୁଣେ ଓ ତାକୁ ବୁଝିପାରେ। ସେ ଲୋକ ସଫଳ ହୁଏ। ସେହି ସଫଳତା ବେଳେବେଳେ ଶହେ ଗୁଣ, ଷାଠିଏ ଗୁଣ ଓ ତିରିଶ୍ ଗୁଣ ପର୍ଯ୍ୟନ୍ତ ମିଳିଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶିି ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರ್ಯಾ ಮಾಟಿತ್ ಸಿಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ದೆವಾಚಿ ಬರಿ ಖಬರ್ ಆಯ್ಕುನ್ ಅರ್ತ್ ಕರುನ್ ಘೆಟಲ್ಲಿ ಲೊಕಾ. ತೆಂಚ್ಯಾತ್ಲಿ ಉಲ್ಲಿ ಲೊಕಾ, ಸೆಂಬರಾಕ್ ಸೆಂಬರ್ ಫಳ್ ದಿತ್ಯಾತ್, ಉಲ್ಲೆ ಜಾನಾ ಸಾಟ್, ಅನಿ ಉಲ್ಲೆ ಜಾನಾ ತಿಸ್”. ಮಟ್ಲ್ಯಾನ್.