Matthew 13:24 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶଉ ଆଉ ଗୋଟିଏ ଦୃଷ୍ଟାନ୍ତ କଥା କହତଲେ, “ସ୍ୱର୍ଗରାଜ୍ୟ ଏହିପରି-ଜଣେ ଲୋକ ତା’ କ୍ଷେତରେ ଭଲ ଗହମ ବହିନ ବୁଣଇଲା।
Odia Bible ERV 2004 (ପବିତ୍ର ବାଇବଲ)
ଗହମ ଓ ବାଳୁଙ୍ଗାର ଉଦାହରଣ ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। “ସ୍ୱର୍ଗରାଜ୍ୟ ଜଣେ ବ୍ୟକ୍ତି ଭଳି ଯେ କି ନିଜ ଜମିରେ ଭଲ ବୀଜ ବୁଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತೆಂಕಾ ಅನಿ ಎಕ್ ಕಾನಿ ಸಾಂಗಟ್ಲ್ಯಾನ್. ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್, ಎಕ್ ಮಾನ್ಸಾನ್ ಅಪ್ನಾಚ್ಯಾ ಶೆತಾತ್ ಬರೆ ಭ್ಹಿಂಯ್ ಪೆರಲ್ಲ್ಯಾ ಸರ್ಕೆ.