Matthew 13:25 — Compare Translations
7 translations compared side by side
Odia - 1840
"କିନ୍ତୁ ସବୁ ଲୋକ ଶାଇେଥିବା ସମୟରେ ସହେି ଲୋକର ଶତୃ ଆସିଲା। ସେ ଗହମ ମଝି ରେ ବାଳୁଙ୍ଗାବୀଜ ବୁଣି ଦଲୋ। ତା'ପରେ ସେ ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଗତିରେ ସେମାନେ ଶୋଇଥିବାବେଳେ ଗୋଟିଏ ଶତ୍ରୁ ଆସି ସେହି କ୍ଷେତରେ ଗୁଡ଼ିଏ ବାଳୁଙ୍ଗା ମଞ୍ଜି ବୁଣି ଦେଇ ଚାଲିଗଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସବୁ ଲୋକ ଶୋଇଥିବା ସମୟରେ ସେହି ଲୋକର ଶତ୍ରୁ ଆସିଲା। ସେ ଗହମ ମଝିରେ ବାଳୁଙ୍ଗାବୀଜ ବୁଣି ଦେଲା। ତା’ପରେ ସେ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ರಾಚ್ಚೆ ಸಗ್ಳೆ ಜಾನಾ ನಿಜಲ್ಲ್ಯಾ ತನ್ನಾ ದುಸ್ಮಾನ್ ಯೆತಾ ಅನಿ ಘಂವಾಚ್ಯಾ ಮದ್ದಿ ಕಳ್ಯಾಂಚೆ ಭ್ಹಿಂಯ್ ಸಿಪ್ಡುನ್ ಜಾತಾ.