Matthew 13:28 — Compare Translations

7 translations compared side by side

Odia - 1840
"ସେ ସମାନଙ୍କେୁ କହିଲେ, 'ଏହା କୌଣସି ଶତୃର କାର୍ୟ୍ଯ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
Odia BSI (ପବିତ୍ର ବାଇବଲ (CL) NT (BSI))
“ଜମି ମାଲିକ କହିଲେ, ‘ଜଣେ ଶତ୍ରୁ ଏହା କରିଛି।’ ସେମାନେ ପଚାରିଲେ, ‘ତେବେ ଆମେ ଯାଇ ସେଗୁଡ଼ାକୁ କ’ଣ ଉପାଡ଼ି ଦେବା?’
Odia Bible ERV 2004 (ପବିତ୍ର ବାଇବଲ)
“ସେ ସେମାନଙ୍କୁ କହିଲେ, ‘ଏହା କୌଣସି ଶତ୍ରୁର କାର୍ଯ୍ୟ।’ “ଗ୍ଭକରମାନେ ପଗ୍ଭରିଲେ, ‘ଆମ୍ଭେ ଯାଇ ବାଳୁଙ୍ଗାତକ ଉପାଡ଼ି ଦେଉ ବୋଲି ଆପଣ ଗ୍ଭହାନ୍ତି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କ'ଣ ଆପଣଙ୍କର ଇଚ୍ଛା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಕೊನ್ಕಿ ದುಸ್ಮಾನಾನ್ ಕರಲ್ಲೆ ಕಾಮ್ ತೆ” ಮನುನ್ ಜಬಾಬ್ ದಿಲ್ಯಾನ್. ತನ್ನಾ ಆಳಾನಿ, “ಅಮಿ ಜಾವ್ನ್ ತಿ ಕಳ್ಯಾಂಚಿ ಝಾಡಾ ಉಪ್ಸುನ್ ಕಾಡುಚೆ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ.