Matthew 13:3 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ଯମ ରେ ଅନକେ ଉପଦେଶ ଦେଲେ। ଯୀଶୁ କହିଲେ, ଗୋଟିଏ କୃଷକ ତା କ୍ଷତେ ରେ ବୀଜ ବୁଣିବାକୁ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଗଳ୍ପ ଛଳରେ ସେମାନଙ୍କୁ ଅନେକ କଥା ଶିକ୍ଷା ଦେଲେ। ସେ କହିଲେ, “ଥରେ ଜଣେ ଲୋକ ବିହନ ବୁଣିବାକୁ ବାହିରିଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ವಿಶಯಾ ಸಾಂಗುಕ್ ಮನುನ್ ತೊ ಕಾನಿಯಾ ವಾಪ್ರಿ. ತನ್ನಾ ತೆನಿ, “ಎಗ್ದಾ ಎಕ್ ಶೆತ್ಕಾರಿ ಹೊತ್ತೊ ತೊ ಭ್ಹಿಂಯ್ ಸಿಪ್ಡುಕ್ ಗೆಲೊ.