Matthew 13:33 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଥରେ ଯୀଶୁ ଉଦାହରଣ ଦେଇ କହିଲେ, “ଜଣେ ସ୍ତ୍ରୀଲୋକ ଟିକେ ଖମୀର ନେଇ ଅଧବସ୍ତା ପରିମାଣ ମଇଦାରେ ମିଶାଇଲା। ଯଥା ସମୟରେ ସବୁଯାକ ମଇଦା ତାଡ଼ିରେ ମିଶିଯାଇ ଫୁଲି ଉଠଇଲା। ସ୍ୱର୍ଗରାଜ୍ୟ ଏହିପରି ବୃଦ୍ଧି ପାଏ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, ಅನಿಎಕ್ ಕಾನಿ ಸಾಂಗಟ್ಲ್ಯಾನ್: “ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್, ಎಕ್ ಬಾಯ್ಕೊಮನುಸ್ ಸೊಡಾ ಘೆತಾ ಅನಿ ತಿನ್ ಶೆರ್ ಪಿಟ್ಟಾತ್ ಘಾಲುನ್ ಥವ್ತಾ ಅನಿ ತೆ ಪಿಟ್ಟ್ ಸಗ್ಳೆ ಫುಗ್ತಾ.” ಮನುನ್ ಸಾಂಗಟ್ಲ್ಯಾನ್.