Matthew 13:34 — Compare Translations
7 translations compared side by side
Odia - 1840
"ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହିପରି ଦୃଷ୍ଟାନ୍ତ ଦେଇ ଶିକ୍ଷା ଦେଉଥିଲେ। ଦୃଷ୍ଟାନ୍ତ ନ ଦେଇ ସେ କୌଣସି ଶିକ୍ଷା ଦେଉ ନ ଥଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುಕ್ ಜೆಜು ಕಾನಿಯಾಚ್ ವಾಪ್ರಿ. ತೊ ಕಾನಿನಸ್ತಾನಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಕಾಯ್ಬಿ ಹೊಂವ್ದಿ ಸಾಂಗಿನಸಿ.