Matthew 13:35 — Compare Translations
7 translations compared side by side
Odia - 1840
"ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦ୍ୱାରା ଭାବବାଦୀଙ୍କର ଏହି ଭବିଷ୍ୟବାଣୀ ସଫଳ ହେଲା। “ମୁଁ ଦୃଷ୍ଟାନ୍ତ ଛଳରେ ସେମାନଙ୍କ ସହିତ କଥା କହିବି। ସୃଷ୍ଟି ଆରମ୍ଭରୁ ଅଜଣା ଥିବା ସବୁ କଥା ଏହିପରି ମୁଁ ସେମାନଙ୍କୁ ବୁଝାଇବି।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಕ್ಡೆ ಬೊಲ್ತಾನಾ ಮಿಯಾ ಕಾನಿಯಾ ವಾಪರ್ತಾ. ಜಗ್ ರಚಲ್ಲ್ಯಾಕ್ನಾ ನಿಪುನ್ ಹೊತ್ತೆ ಸಗ್ಳೆ ಮಿಯಾ ತೆಂಕಾ ಸೊಡ್ಸುನ್ ಸಾಂಗ್ತಾ. ಮನುನ್ ಪ್ರವಾದ್ಯಾನಿ ಸಾಂಗಟಲ್ಲೆ ಖರೆ ಮನುನ್ ದಾಕ್ವುಸಾಟ್ನಿ ತೆನಿ ಅಶೆ ಕರ್ಲ್ಯಾನ್.