Matthew 13:36 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକ ଗହଳିରୁ ବାହାରି ଆସି ଯୀଶୁ ଯେତେବେଳେ ଘର ଭିତରକୁ ଗଲେ, ତାଙ୍କ ଶିଷ୍ୟମାନେ ଆସି ପଚାରିଲେ, “ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ଆମକୁ ବୁଝାନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଗହମ ଓ ବାଳୁଙ୍ଗା ଦୃଷ୍ଟାନ୍ତର ବ୍ୟାଖ୍ୟା ତା’ପରେ ଯୀଶୁ ଲୋକମାନଙ୍କୁ ପଠେଇ ଦେଇ ଘରକୁ ଗଲେ। ତାହାଙ୍କ ପାଖରେ ତାହାଙ୍କ ଶିଷ୍ୟମାନେ ପହଞ୍ଚି କହିଲେ, “ଆମ୍ଭକୁ କ୍ଷେତର ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಲೊಕಾಂಚ್ಯಾ ತಾಂಡ್ಯಾಕ್ ಸೊಡುನ್ ಭುತ್ತುರ್ ಘರಾತ್ ಗೆಲೊ. ತನ್ನಾ ತೆಚಿ ಶಿಸಾ ತೆಚೆಕ್ಡೆ ಯೆಲಿ. ಅನಿ,“ಶೆತಾತ್ಲ್ಯಾ ಕಳ್ಯಾಂಚ್ಯಾ ಕಾನಿಚೊ ಅರ್ತ್‍ ಅಮ್ಕಾ ಸಾಂಗ್.” ಮನುನ್ ಇಚಾರ್‍ಲ್ಯಾನಿ.