Matthew 13:38 — Compare Translations
7 translations compared side by side
Odia - 1840
"ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନ-ମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଜଗତ ହେଉଛି କ୍ଷେତ। ଯେଉଁମାନେ ସ୍ୱର୍ଗରାଜ୍ୟର ଅଧିବାସୀ, ସେମାନେ ଭଲ ବିହନ। ବାଳୁଙ୍ଗାଗୁଡ଼ିକ ଶୟତାନର ଅନୁଚର।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ହେଉଛି କ୍ଷେତ। ସ୍ୱର୍ଗରାଜ୍ୟରେ ଥିବା ପରମେଶ୍ୱରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Odia IRV 2017 (ଓଡିଆ ବାଇବେଲ)
କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶೆತ್ ಮಟ್ಲ್ಯಾರ್ ಹ್ಯೊ ಜಗ್ ಬರೆ ಭ್ಹಿಂಯ್ ಮಟ್ಲ್ಯಾರ್, ದೆವಾಚ್ಯಾ ರಾಜಾಕ್ ಸಮಂದ್ ಪಡಲ್ಲಿ ಲೊಕಾ. ಕಳೆ ಮಟ್ಲ್ಯಾರ್, ಸೈತಾನಾಕ್ ಸಮಂದ್ ಪಡಲ್ಲಿ ಲೊಕಾ.