Matthew 13:4 — Compare Translations

7 translations compared side by side

Odia - 1840
"ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ ରେ ପଡିଗଲା। ଚଢଇମାନେେ ଆସି ସେ ସବୁତକ ଖାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କ୍ଷେତରେ ବିହନ ବୁଣିବାବେଳେ କେତେକ ବୀଜ ରାସ୍ତାଧାରରେ ପଡ଼ିଯିବାରୁ ପକ୍ଷୀମାନେ ଆସି ସେଗୁଡ଼ିକ ଖାଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಶೆತಾತ್ ಭ್ಹಿಂಯ್ ಸಿಪುನ್ಗೆತ್ ಜಾತಾನಾ ತ್ಯಾತುರ್‍ಲೆ ಉಲ್ಲೆ ಭ್ಹಿಂಯ್ ವಾಟೆಚ್ಯಾ ದಂಡೆಕ್ ಪಡ್ಲೆ. ಫಾಂಕ್ರಾ ಯೆಲಿ ಅನಿ ತೆ ಭ್ಹಿಂಯ್ ಖಾವ್ನ್ ಗೆಲಿ.