Matthew 13:40 — Compare Translations

7 translations compared side by side

Odia - 1840
" ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ, ଯୁଗା; ସମୟରେ ସେପରି ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଳୁଙ୍ଗାଗୁଡ଼ିକ ଯେପରି କଟା ହୋଇ ପୋଡ଼ା ହେଲା, ଯୁଗାନ୍ତ କାଳରେ ସେହିପରି ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ଯେପରି ବାଳୁଙ୍ଗାକୁ ଏକାଠି କରାହେଲା ଓ ନିଆଁରେ ପୋଡ଼ି ଦିଆଗଲା, ଠିକ୍ ସେହିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಕಳೆ ಕಾಡುನ್ ಆಗಿತ್ ಘಾಲುನ್ ಜಾಳ್ವುನ್ ಹೊತಾ, ಹ್ಯಾ ಜಗಾಚ್ಯಾ ಅಕ್ರಿಚ್ಯಾ ಕಾಲಾತ್‍ಬಿ ತಸೆಚ್ ಹೊತಾ.