Matthew 13:41 — Compare Translations
7 translations compared side by side
Odia - 1840
"ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟପୁତ୍ର ତାଙ୍କ ରାଜ୍ୟରୁ ସବୁ ଦୁଷ୍କର୍ମକାରୀ ଓ ଯେଉଁମାନେ ଅନ୍ୟମାନଙ୍କୁ ପାପ କରିବାକୁ ପ୍ରବର୍ତ୍ତାଇ ଥାଆନ୍ତି, ସେମାନଙ୍କୁ ଏକତ୍ରିତ କରିବା ପାଇଁ ସ୍ୱର୍ଗଦୂତମାନଙ୍କୁ ପଠାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇବେ, ସେମାନେ ତାହାଙ୍କ ରାଜ୍ୟର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ୟ ବାହାରକୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಅಪ್ನಾಚ್ಯಾ ದುತಾಕ್ನಿ ಧಾಡುನ್ ಅಪ್ನಾಚ್ಯಾ ರಾಜಾತ್ಲ್ಯಾ ಪಾಪಾಕ್ ಕಾರನ್ ಹೊಲ್ಲ್ಯಾ ಅನಿ ಬುರ್ಶಿ ಕಾಮಾ ಕರಲ್ಲ್ಯಾ ಲೊಕಾಕ್ನಿ ಗೊಳಾ ಕರುಕ್ ಲಾವ್ತಾ.