Matthew 13:42 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତମାନେ ସହେି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କାନ୍ଦି କାନ୍ଦି ଓ ୟନ୍ତ୍ରଣ ରେ ଦାନ୍ତ କାମୁଡି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ନିକ୍ଷେପ କରିବେ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଏ ସମସ୍ତଙ୍କୁ ଜ୍ୱଳନ୍ତ ଅଗ୍ନିରେ ନକ୍ଷେପ କରିବେ। ସେଠାରେ ଏହି ଲୋକମାନେ କାନ୍ଦିବେ ଓ କଷ୍ଟରେ ଦାନ୍ତ କଡ଼ମଡ଼ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତମାନେ ସେହି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಿ ದೆವಾಚಿ ದುತಾ ತ್ಯಾ ಲೊಕಾಕ್ನಿ ಜಳ್ತಲ್ಯಾ ಆಗಿತ್ ಟಾಕ್ತ್ಯಾತ್. ಥೈ ತೆನಿ ರಡ್ತ್ಯಾತ್ ಅನಿ ಕಟ್‍ಕಟ್‍ ದಾತಾ ಚಾವ್ತ್ಯಾತ್.