Matthew 13:43 — Compare Translations

7 translations compared side by side

Odia - 1840
"ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଈଶ୍ୱରଙ୍କ ଭକ୍ତମାନେ ସ୍ୱର୍ଗରାଜ୍ୟରେ ସୂର୍ଯ୍ୟପରି ତେଜସ୍କର ହେବେ। ଶୁଣିବା ପାଇଁ ଆଗ୍ରହ ଥିଲେ କାନ ଦେଇ ଶଉଣ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଧାର୍ମିକ ଲୋକମାନେ ସୂର୍ଯ୍ୟ ଭଳି ପ୍ରକାଶମାନ ହେବେ। ସେମାନେ ତାହାଙ୍କ ପରମପିତାଙ୍କ ରାଜ୍ୟରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚಿ ಲೊಕಾ ತೆಂಚ್ಯಾ ದೆವಾ ಬಾಬಾಚ್ಯಾ ರಾಜಾತ್ ದಿಸ್ ಹೊಳಾವ್ತಲ್ಯಾ ಸರ್ಕೆ ಹೊಳ್ವುತ್ಯಾತ್. ಕೊನಾಕ್ ಕಾನಾ ತೆನಿ ಆಯ್ಕುಂದಿತ್!” ಮಟ್ಲ್ಯಾನ್.