Matthew 13:44 — Compare Translations
7 translations compared side by side
Odia - 1840
"ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।
Odia Bible ERV 2004 (ପବିତ୍ର ବାଇବଲ)
ଧନଭଣ୍ଡାର ଓ ମୋତିର ଦୃଷ୍ଟାନ୍ତ “ସ୍ୱର୍ଗରାଜ୍ୟ ଜମିରେ ପୋତା ହୋଇଥିବା ଧନଭଣ୍ଡାର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସେହି ଧନକୁ ଜମି ଭିତରେ ପୋତି ଦେଲା। ସେ ବହୁତ ଖୁସୀ ହୋଇଗଲା। ସେ ସେଠାରୁ ଯାଇ ତା’ ପାଖରେ ଯାହାସବୁ ଥିଲା, ସବୁତକ ବିକି ସେହି ଜମିଟି କିଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್ ಅಶೆ, ಎಕ್ ಮಾನ್ಸಾಕ್ ಎಕ್ ಶೆತಾತ್ ಬದಿಕ್ ಗಾವ್ತಾ, ತೊ ತೆ ಅನಿ ಪರ್ತುನ್ ಧಾಪುನ್ ಥವ್ತಾ, ತೆಚೆಸಾಟ್ನಿ ತೊ ಲೈ ಕುಶಿ ಹೊತಾ ಅನಿ ಜಾವ್ನ್ ಅಪ್ನಾಚೆ ಹೊತ್ತೆ ಸಗ್ಳೆ ಇಕ್ತಾ ಅನಿ ಯೆವ್ನ್ ತೆ ಶೆತ್ ತೊ ಇಕಾತ್ ಘೆತಾ”.