Matthew 13:47 — Compare Translations

7 translations compared side by side

Odia - 1840
"ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ସ୍ଵର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣାଜାଲ ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସ୍ୱର୍ଗରାଜ୍ୟ ଗୋଟିଏ ମାଛ ଧରା ଜାଳ ପରି। କେଉଟମାନେ ହ୍ରଦରେ ଜାଳ ପକାଇ ନାନା ଜାତିର ମାଛ ଧରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମାଛଧରା ଜାଲର ଦୃଷ୍ଟାନ୍ତ “ସ୍ୱର୍ଗରାଜ୍ୟ ମଧ୍ୟ ହ୍ରଦରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥିରେ ବିଭିନ୍ନ ପ୍ରକାରର ମାଛ ଧରା ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸರ್‍ಗಾಚೆ ರಾಜ್ ಅಸೆಬಿ ಮನುಕ್ ಹೊತಾ. ಉಲ್ಲೆ ಮಾಸೊಳ್ಯಾಕಾರ್ ಸಮುಂದರಾತ್ ಮಾಸೊಳ್ಯಾ ಧರುಕ್ ಮನುನ್ ಜಾಳೆ ಸೊಡ್ತ್ಯಾತ್ ಅನಿ ತ್ಯಾ ಜಾಳ್ಯಾತ್ ಸಗ್ಳ್ಯಾ ಜಾತಿಚ್ಯಾ ಮಾಸೊಳ್ಯಾ ಶಿರಕ್ತ್ಯಾತ್.