Matthew 13:49 — Compare Translations
7 translations compared side by side
Odia - 1840
"ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁଗାନ୍ତ ସମୟରେ ଏହିପରି ହେବ। ସ୍ୱର୍ଗଦୂତମାନେ ଧାର୍ମିକମାନଙ୍କଠାରୁ ପାପୀମାନଙ୍କଠାରୁ ପାପୀମାନଙ୍କୁ ଅଲଗା କରିଦେଇ ସେମାନଙ୍କୁ ଜଳନ୍ତା ନିଆରେ ପକାଇ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Odia IRV 2017 (ଓଡିଆ ବାଇବେଲ)
ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾಚ್ಯಾ ಅಕ್ರಿಚ್ಯಾ ಕಾಲಾತ್ ಅಸೆಚ್ ಹೊತಾ. ದೆವಾಚಿ ದುತಾ ಯೆವ್ನ್ ಬರ್ಯಾ ಲೊಕಾಂಚ್ಯಾ ಮದ್ದಿ ಹೊತ್ತ್ಯಾ, ಬುರ್ಶ್ಯಾ ಲೊಕಾಕ್ನಿ ಎಚುನ್ ಕಾಡ್ತ್ಯಾತ್.