Matthew 13:50 — Compare Translations
7 translations compared side by side
Odia - 1840
"ସ୍ବର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କବଳେ କାନ୍ଦି କାନ୍ଦି ଓ ୟନ୍ତ୍ରଣା ରେ ଦାନ୍ତ କାମୁଡି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ପକାଇଦେବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେମାନେ କ୍ରନ୍ଦନ ରୋଳ କରି କଷ୍ଟରେ ଦାନ୍ତ କଡ଼ମଡ଼ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಕಾ ಪೆಟ್ತಲ್ಯಾ ಆಗಿತ್ ಟಾಕ್ತ್ಯಾತ್. ಥೈ ತೆನಿ ರಡುನ್ಗೆತ್ ಬೊಬ್ ಮಾರ್ತ್ಯಾತ್ ಅನಿ ಕಟ್ಕಟ್ ದಾತಾ ಚಾವ್ತ್ಯಾತ್”.