Matthew 13:51 — Compare Translations

7 translations compared side by side

Odia - 1840
"ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ଏସବୁ ବିଷୟ ବୁଝି ପାରୁଛି?” ସେମାନେ ଉତ୍ତର ଦେଲେ, “ହଁ ପ୍ରଭୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?” ଶିଷ୍ୟମାନେ କହିଲେ, “ହଁ, ଆମ୍ଭେମାନେ ବୁଝିପାରୁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ'ଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಶಿಸಾಕ್ನಿ, ಹೆ ಸಗ್ಳೆ ತುಮ್ಕಾ ಕಳ್ಳೆ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ಶಿಸಾನಿ “ಹೊಯ್,” ಮನುನ್ ಜಬಾಬ್ ದಿಲ್ಯಾನಿ.