Matthew 13:52 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ತಸೆಮಟ್ಲ್ಯಾರ್, ತನ್ನಾ ಸರ್‍ಗಾಚ್ಯಾ ರಾಜಾತ್ ಹರಿ ಎಕ್ ಖಾಯ್ದೆ ಶಿಕ್ವುತಲೊ ಎಕ್ ಸಿಸ್ ಹೊತಾ ದೆವಾಚ್ಯಾ ರಾಜಾಚೆ ಮನುನ್ ಹೊತ್ತೆ ಸಾಮಾನಾ ಥವ್ತಲ್ಯಾ ಖೊಲಿತ್ನಾ ನ್ಹವಿ ಅನಿ ಜುನ್ನಿ ಸಾಮಾನಾ ಭಾಯ್ರ್ ಕಾಡ್ತಲ್ಯಾ ಘರಾಚ್ಯಾ ವ್ಹಡಿಲಾ ಸರ್‍ಕೊ,” ಮನುನ್ ಸಾಂಗಟ್ಲ್ಯಾನ್.