Matthew 13:53 — Compare Translations
7 translations compared side by side
Odia - 1840
"ଯୀଶୁ ଏହି ସବୁ ଦୃଷ୍ଟାନ୍ତ କହିସାରିଲା ପରେ ସେ ସ୍ଥାନ ଛାଡି ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ଉତ୍ତାରେ ସେହି ସ୍ଥାନରୁ ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ଦୃଷ୍ଟାନ୍ତ କହି ସାରିବା ପରେ ଯୀଶୁ ନିଜ ବାସସ୍ଥାନକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ଜାଗାକୁ ଫେରି ଆସିଲେ ଯୀଶୁ ଏହିସବୁ ଦୃଷ୍ଟାନ୍ତ କହିସାରିଲା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಸಗ್ಳ್ಯಾ ಕಾನಿಯಾ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ, ಜೆಜು ತೊ ಜಾಗೊ ಸೊಡುನ್