Matthew 13:54 — Compare Translations
7 translations compared side by side
Odia - 1840
"ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାକାର ସମାଜ ଗୃହରେ ତାଙ୍କର ଶିକ୍ଷା ଶୁଣଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇ କହିଲେ, “ଏତେ ଜ୍ଞାନ ସେ କୁଆଡ଼ୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ତାଙ୍କୁ କିଏ ଶକ୍ତି ଦେଲା?
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେଉଁଠି ପ୍ରତିପାଳିତ ହୋଇଥିଲେ ସେଠାକୁ ଗଲେ। ସେଠାରେ ଯିହୂଦୀ ସମାଜଗୃହରେ ଉପଦେଶ ଦେବା ଆରମ୍ଭ କରିଦେଲେ, ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ କହିଲେ, “ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಸ್ವಂತ್ ಗಾವಾಕ್ ಗೆಲೊ. ಥೈ ಸಿನಾಗೊಗಾತ್, ತೆನಿ ಲೊಕಾಕ್ನಿ ಶಿಕ್ವುಲ್ಯಾನ್, ಅನಿ ತೆನಿ ಶಿಕ್ವುತಲೆ ಆಯ್ಕಲ್ಲಿ ಲೊಕಾ ಅಜಾಪ್ ಹೊಲಿ. ಅನಿ, “ಎವ್ಡೆ ಸಗ್ಳೆ ಶಾನ್ಪಾನ್ ಹೆಕಾ ಖೈತ್ನಾ ಗಾವ್ಲೆ? ಅನಿ ಹ್ಯೊ ಎವ್ಡಿ ಮೊಟಿ ವಿಚಿತ್ರ್ ಕಾಮಾ ಕಶೆ ಕರುನ್ ಕರ್ತಾ?