Matthew 13:55 — Compare Translations

7 translations compared side by side

Odia - 1840
"ଏ ତ ସହେି ବଢଇରେ ପୁଅ। ତାହାଙ୍କର ମାଆଙ୍କ ନାମ ତ ମରିୟମ, ଯାକୁବ, ଯୋଷଫେ, ଶିମାନେ ଓ ୟିହୂଦା ତ ଏହାର ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କ’ଣ ସେ ବଢ଼େଥର ପୁଅ ନୁହଁନ୍ତି? ମରିୟମ କ’ଣ ତାଙ୍କର ମାଆ ନୁହଁନ୍ତି? ଯାକୁବ କ’ଣ ତାଙ୍କର ଭାଇ ନୁହଁନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଏ ତ ସେହି ବଢ଼େଇର ପୁଅ। ତାହାଙ୍କର ମାଙ୍କ ନାମ ତ ମରିୟମ ଏବଂ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ତ ଏହାର ଭାଇମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଁ ନାମ କ'ଣ ମରିୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಎಕ್ ಬಡಗಿಯಾಚೊ ಲೆಕ್ ನ್ಹಯ್ ಕಾಯ್? ಮರಿ ಹೆಚಿ ಬಾಯ್, ಅನಿ ಜಾಕೊಬ್, ಜುಜೆ, ಸಿಮಾವ್, ಅನಿ ಜುದಾಸ್ ಹೆಚಿ ಭಾವಾ ನ್ಹಯ್ ಕಾಯ್?