Matthew 13:56 — Compare Translations

7 translations compared side by side

Odia - 1840
"ତାର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠା ରେ ଅଛନ୍ତି। ତବେେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଭଉଣୀମାନେ କ’ଣ ଏଠି ନାହାନ୍ତି? ଏସବୁ ଶକ୍ତି ସେ ପାଇଲେ କେଉଁଠୁ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠାରେ ଅଛନ୍ତି। ତେବେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହାର ଭଉଣୀମାନେ କ'ଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି? ତେବେ ସେ ଏହି ସବୁ କେଉଁଠୁ ପାଇଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಭೆನಿಯಾ ಹಿತ್ತೆಚ್ ರ್‍ಹಯ್‌ನ್ಯಾತ್ ಕಾಯ್? ಹೆ ಸಗ್ಳೆ ಹೆಕಾ ಖೈತ್ನಾ ಗಾವ್ಲೆ?” ಮನುನ್ ಎಕಾಮೆಕಾಕ್ ಇಚಾರುನ್ ಘೆವ್ಕ್‌ಲಾಗ್ಲಿ.