Matthew 13:58 — Compare Translations

7 translations compared side by side

Odia - 1840
"ସଠାେକାର ଲୋକେ ଯୀଶୁଙ୍କ ଉପରେ ବିଶ୍ବାସ କରି ପାରିଲେ ନାହିଁ। ତେଣୁ ଯୀଶୁ ସଠାେରେ ଅଧିକ ଆଶ୍ଚର୍ୟ୍ଯ କାର୍ୟ୍ଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ବିଶ୍ୱାସ ନ କରିବାରୁ ସେ ସେଠାରେ ତାଙ୍କର ଅଲୌକିକ କାର୍ଯ୍ୟ ଆଉ ଅଧିକ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାକାର ଲୋକେ ଯୀଶୁଙ୍କ ଉପରେ ବିଶ୍ୱାସ କରି ପାରିଲେ ନାହିଁ, ତେଣୁ ଯୀଶୁ ସେଠାରେ ଅଧିକ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ವಿಶ್ವಾಸ್‍ ನಸಲ್ಲ್ಯಾಸಾಟ್ನಿ ಜೆಜುನ್ ಥೈ ಲೈ ವಿಚಿತ್ರ್ ಕಾಮಾ ಕರುಕ್‍ನಾ.