Matthew 13:6 — Compare Translations
7 translations compared side by side
Odia - 1840
"କିନ୍ତୁ ଯେତବେେଳେ ସୂର୍ୟ୍ଯ ଉପରକୁ ଉଠିଲା, ସେତବେେଳେ ଗଛ ଝାଉଁଳି ପଡିଲା। ତା'ର ଚରେ ଗଭୀରକୁ ଯାଇ ପାରିନଥିବାରୁ ଗଛଟି ଶୁଖି ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସୂର୍ଯ୍ୟ ଉଠନ୍ତେ, ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତା’ର ମୂଳ ଗଭୀରକୁ ଯାଇ ନ ଥିବାରୁ ସୂର୍ଯ୍ୟ କିରଣରେ ତାହା ଶୁଖିଭଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ସୂର୍ଯ୍ୟ ଉପରକୁ ଉଠିଲା, ସେତେବେଳେ ଗଛ ଝାଉଁଳି ପଡ଼ିଲା। ତା’ର ଚେର ଗଭୀରକୁ ଯାଇ ପାରି ନ ଥିବାରୁ ଗଛଟି ଶୁଖି ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ನಿಂಬಾರ್ ಯೆಲ್ಲ್ಯಾ ತನ್ನಾ ತಿ ಕವ್ಳಿ ಝಾಡಾ ಭಾಜುನ್ ಗೆಲಿ ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚಿ ಮುಳಾ ಮಾಟಿತ್ ಭುತ್ತುರ್ ಉತ್ರುಕ್ನತ್ತಿ, ತಸೆಮನುನ್ ತಿ ಝಾಡಾ ಬಾಡುನ್ ವಾಳುನ್ ಗೆಲಿ.