Matthew 13:7 — Compare Translations

7 translations compared side by side

Odia - 1840
"ଆଉ କିଛି ବୀଜ କଣ୍ଟା ବୁଦା ରେ ପଡିଗଲା। କଣ୍ଟାବୁଦା ବଢି ୟିବାରୁ ଗ୍ଭରା ଗଛକୁ ଚାପି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ବିହନ କଣ୍ଟା ବୁଦାରେ ପଡ଼ିଲା। ଏହି କଣ୍ଟାଗଛ ସବୁ ଚାରାଗୁଡ଼ିକୁ ଗ୍ରାସ କରି ପକାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆಸೆ ಭ್ಹಿಂಯ್ ಕಾಟ್ಯಾಂಚ್ಯಾ ಝಿಳಿತ್ ಪಡ್ಲೆ, ತೆ ಭ್ಹಿಂಯ್ ಉಗಾವ್ಲೆ, ಖರೆ ಕಾಟ್ಯಾಂಚ್ಯಾ ಝಿಳಿತ್ ಗಾವುನ್ ಚಿರ್ಡುನ್ ಗೆಲೆ.