Matthew 13:8 — Compare Translations
7 translations compared side by side
Odia - 1840
"ଆଉ କିଛି ବୀଜ ଭଲ ମାଟି ଉପରେ ପଡିଲା ଓ ତାହା ବଢି ସେଥି ରେ ଫଳ ଫଳିଲା। କେତକେ ଗଛ ରେ ଶ ହଗେୁଣ, କେତକରେେ ଷାଠିଏ ଗୁଣ ଓ ଆଉ କେତକରେେ ତିରିଶ ଗୁଣ ଅଧିକ ଫଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”
Odia Bible ERV 2004 (ପବିତ୍ର ବାଇବଲ)
ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅನಿಉಲ್ಲೆಸೆ ಭ್ಹಿಂಯ್, ಬರ್ಯಾ ಮಾಟಿತ್ ಪಡ್ಲೆ, ಅನಿ ಝಾಡಾ ಹೊಲಿ, ಝಾಡಾಕ್ನಿ ಕನ್ಸಾ ಹೊಲಿ. ಉಲ್ಲ್ಯಾ ಬಿಯ್ಯಾನ್ ಸೆಂಬರ್ ದಾನೆ ದಿಲ್ಯಾನ್, ಉಲ್ಲ್ಯಾನ್ ಸಾಟ್, ಅನಿ ಉಲ್ಲ್ಯಾನ್ ತಿಸ್ ದಾನೆ ದಿಲ್ಯಾನ್”. ಮಟ್ಲ್ಯಾನ್.