Matthew 14:1 — Compare Translations
7 translations compared side by side
Odia - 1840
"ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସାମ; ରାଜା ହେରୋଦ ଯୀଶୁଙ୍କ ସମ୍ଵନ୍ଧୀୟ ସମାଚାର ଶୁଣି ଆପଣା ଦାସମାନଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଗାଲିଲୀର ଶାସକ ହେରୋଦ ଯୀଶୁଙ୍କ ବିଷୟରେ ଶଉଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ ସେହି ସମୟରେ ଯୀଶୁଙ୍କ ବିଷୟରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହେରୋଦ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಗಾಲಿಲಿಯಾಚೊ ರಾಜಾ ಹೊವ್ನ್ ಹೊತ್ತ್ಯಾ ಹೆರೊದಾನ್ ಜೆಜುಚ್ಯಾ ವಿಶಯಾತ್ ಆಯಿಕ್ಲ್ಯಾನ್.