Matthew 14:11 — Compare Translations

7 translations compared side by side

Odia - 1840
"ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି ସେ ଆପଣା ମାଆ ନିକଟକୁ ତାହା ଘେନିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥାଳୀରେ ତାଙ୍କ ମୁଣ୍ଟଟିକୁ ରଖି ସେହି ଝିଅଟିକୁ ଦିଆଗଲା। ସେ ତାଙ୍କୁ ନେଇ ତା’ ମାଆକୁ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗୋଟିଏ ଥାଳିରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦେଇ ଦିଆଗଲା। ଝିଅ କଟାମୁଣ୍ଡ ତା’ର ମା ହେରୋଦିଆଙ୍କ ପାଖକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଁ ନିକଟକୁ ତାହା ନେଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆ ಟಕ್ಲೆ ಎಕ್ ಆಯ್ದಾನಾತ್ನಾ ಹಾನುನ್ ತ್ಯಾ ಚೆಡ್ವಾಚ್ಯಾ ಹಾತಿತ್ ದಿವ್ನ್ ಹೊಲೆ. ತ್ಯಾ ಚೆಡ್ವಾನ್ ತೆ ಅಪ್ನಾಚ್ಯಾ ಬಾಯ್‍ಕಡೆ ನ್ಹೆವ್ನ್ ದಿಲ್ಯಾನ್.