Matthew 14:15 — Compare Translations
7 translations compared side by side
Odia - 1840
"ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ଆସି କହିଲେ, “ବହୁତ ଡେରି ହୋଇଗଲାଣଇ, ପୁଣି ଏ ଜଗା ନିଛାଟଇଆ, ଲୋକମାନଙ୍କୁ ବିଦାୟ ଦିଅନ୍ତୁ। ସେମାନେ ର୍ଗାମାନଙ୍କୁ ଯାଇ ଖାଦ୍ୟ ଯୋଗାଡ଼ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ବେଳକୁ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, “ଏହା ଅତ୍ୟନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠେଇ ଦିଅ, ତା’ହେଲେ ସେମାନେ ଗାଁମାନଙ୍କୁ ଯାଇ ସେମାନଙ୍କ ପାଇଁ ଖାଦ୍ୟ କିଣି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ದಿಸ್ ಸಾಂಚೆಕ್ಡೆ ತೆಚಿ ಶಿಸಾ ಯೆಲಿ. ಅನಿ, “ಅತ್ತಾ ಬಗಟ್ಲ್ಯಾರ್ ಲೈ ಎಳ್ ಹೊಲೊ ಹ್ಯೊ ಜಾಗೊ ಬಗಟ್ಲ್ಯಾರ್ ಎಕ್ ನಮುನಿ ಭಾಯ್ರ್ ಕಾಡುನ್ ಟಾಕ್ಲ್ಯಾ ಸರ್ಕೊ ಹಾಯ್, ಲೊಕಾಕ್ನಿ ಧಾಡುನ್ ದಿ. ತೆನಿ ಗಾಂವಾತ್ನಿ ಜಾವ್ನ್ ಜೆವ್ನಾಕ್ ಇಕಾತ್ ಹಾನುನ್ದಿತ್.” ಮಟ್ಲ್ಯಾನಿ.