Matthew 14:17 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ କହିଲେ, ଆମ୍ଭ ପାଖ ରେ ଏଠା ରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଉତ୍ତର ଦେଲେ, “ଏଠାରେ ଆମ ପାଖରେ କେବଳ ପାଞ୍ଚଟି ରୋଟୀ ଇ ଦୁଇଟି ମାଛ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ ଏଠାରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಅಮ್ಚೆಕ್ಡೆ ಖಾಲಿ ಪಾಚ್ ಭಾಕ್ರಿಯಾ ಅನಿ ದೊನ್ ಮೊಸೊಳ್ಯಾ ಹಾತ್.” ಮಟ್ಲ್ಯಾನಿ.