Matthew 14:19 — Compare Translations
7 translations compared side by side
Odia - 1840
"ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ, ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନଙ୍କୁ ଘାସ ଉପରେ ବସିବାକୁ କହି ଯୀଶୁ ସେହି ପଞ୍ଚଟି ରୋଟୀ ଓ ଦୁଇଟି ମାଛକୁ ନେଲେ ଓ ସ୍ୱର୍ଗଆଡ଼କୁ ଚାହିଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। ପୁଣି ସେ ରୋଟୀଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ବଢ଼ାଇ ଦେଲେ। ଶିଷ୍ୟମାନେ ସେହିସବୁ ନେଇ ଲୋକମାନଙ୍କ ଭିତରେ ବାଣ୍ଟିଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ. ତା’ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೊಕಾಕ್ನಿ ಜಿಮ್ನಿರ್ ಗವ್ತಾ ವರ್ತಿ ಬಸುಕ್ ಸಾಂಗ್ಲ್ಯಾನ್; ತನ್ನಾ ತೆನಿ ಪಾಚ್ ಭಾಕ್ರಿಯಾ ಅನಿ ದೊನ್ ಮೊಸೊಳ್ಯಾ ಹಾತಿತ್ ಘೆಟ್ಲ್ಯಾನ್ ಅನಿ ವೈರ್ ಸರ್ಗಾಕ್ ಅಪ್ನಾಚಿ ನದರ್ ಲಾವ್ಲ್ಯಾನ್ ಅನಿ ದೆವಾಕ್ ಧನ್ಯವಾದ್ ದಿವ್ನ್ ಭಾಕ್ರಿಯಾ ಮೊಡ್ಲ್ಯಾನ್ ಅನಿ ಶಿಸಾನಿಕ್ಡೆ ದಿಲ್ಯಾನ್ ತನ್ನಾ ಶಿಸಾನಿ ಲೊಕಾಕ್ನಿ ವಾಟ್ಲ್ಯಾನಿ.