Matthew 14:2 — Compare Translations

7 translations compared side by side

Odia - 1840
"ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାଙ୍କଠାରେ କାର୍ଯ୍ୟ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତାଙ୍କ କର୍ମଚାରୀମାନଙ୍କୁ କହିଲେ, “ଏ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ-ପୁନର୍ଜନ୍ମ ପାଇ ଫେରି ଆସିଛନ୍ତି। ସେଥିପାଇଁ ତାଙ୍କର ଅଲୌକିକ କାର୍ଯ୍ୟ କରିବାର ଶକ୍ତି ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାଙ୍କ ଗ୍ଭକରମାନଙ୍କୁ କହିଲେ, “ଏହି ବ୍ୟକ୍ତି ପ୍ରକୃତରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖରେ କାମ କରୁଛି ଓ ସେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବାକୁ ସକ୍ଷମ ହେଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಅಪ್ನಾಚ್ಯಾ ಅದಿಕಾರ್‍ಯಾಕ್ನಿ, “ತೊ ಖರೆಚ್ ಜುವಾಂವ್ ಬಾವ್ತಿಸ್ ಮರಲ್ಲೊ ಝಿತ್ತೊ ಹೊವ್ನ್ ಯೆಲಾ, ತಸೆ ಮನುನ್ ತೆಕಾ ಮೊಟಿ ವಿಚಿತ್ರ್ ಕಾಮಾ ಕರ್‍ತಲಿ ತಾಕತ್ ಹಾಯ್,” ಮನುನ್ ಸಾಂಗಟ್ಲ್ಯಾನ್.