Matthew 14:20 — Compare Translations

7 translations compared side by side

Odia - 1840
"ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟୀରୁ ଯାହା ବଳିଲା, ତାହା ସେମାନେ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଖାଇ ପରିତୃପ୍ତ ହେଲେ। ତା’ପରେ ଶିଷ୍ୟମାନେ ବଳି ପଡ଼ିଥିବା ରୋଟୀ ଓ ମାଛ ଖଣ୍ଡଗୁଡ଼ିକୁ ଉଠାଇ ବାରଟି ଟୋକେଇ ପୂର୍ଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତୋଷ ଲାଭ କଲେ। ଲୋକେ ଖାଇସାରିବା ପରେ, ଶିଷ୍ୟମାନେ ବଳକା ଖାଦ୍ୟତକ ବାରଟି ଝୁଡ଼ିରେ ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾನಿ ಪೊಟ್‍ಭರ್ ಜೆವ್ಲ್ಯಾನಿ. ಮಾನಾ ಹುರಲ್ಲೆ ಶಿಸಾನಿ ಗೊಳಾ ಕರ್‍ಲ್ಯಾನಿ ತನ್ನಾ ಬಾರಾ ಭುಟಿಯಾ ಭರ್‍ಲ್ಯಾ.