Matthew 14:21 — Compare Translations
7 translations compared side by side
Odia - 1840
"ସଠାେରେ ପ୍ରାୟ କବଳେ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡା ସ୍ତ୍ରୀ ଲୋକ ଓ ପିଲାମାନେ ମଧ୍ଯ ଖାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ସ ପିଲାମାନଙ୍କୁ ଛାଡ଼ି ପାଞ୍ଚ ହଜାର ଲୋକ ଏହି ଖାଦ୍ୟ ଖଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପ୍ରାୟ କେବଳ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା’ଛଡ଼ା ସ୍ତ୍ରୀଲୋକ ଓ ପିଲାମାନେ ମଧ୍ୟ ଖାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆವಾನ್ ಕರಲ್ಲ್ಯಾ ಲೊಕಾತ್ನಿ ಸುಮಾರ್ ಪಾಚ್ ಹಜಾರ್ ಘೊಮನ್ಸಾಚ್ ಹೊತ್ತಿ. ಬಾಯ್ಕೊಮನ್ಸಾ ಅನಿ ಪೊರಾ ಕವ್ಡಿ ಹೊತ್ತಿ ಮನುನ್ ಮೆಜಲ್ಲೆ ನತ್ತೆ.